ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ରଥର ନାମ ନନ୍ଦିଘୋଷ କାହିଁକି ?

ନନ୍ଦି ଆଉ  ଘୋଷ । ଏ ଦୁଇ ଶବ୍ଦର ମିଶ୍ରଣରେ ସୃଷ୍ଟି ହୋଇଛି ନନ୍ଦିଘୋଷ। ‘ନନ୍ଦି’ ହେଉଛନ୍ତି ଭଗବାନ ଶିବଙ୍କ ବାହନ ଓ ‘ଘୋଷ’ ହେଉଛି ଗର୍ଜନ।

Read more