୨୦୨୪ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର, ବଲାଙ୍ଗୀରରୁ ସାନପୁଅ ସମରେନ୍ଦ୍ର ହେବେ କଂଗ୍ରେସ ପ୍ରାର୍ଥୀ

ବଲାଙ୍ଗୀର: ରାଜ୍ୟ ରାଜନୀତିର ଅନ୍ୟତମ ଟାଣୁଆ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ୨୦୨୪ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତାଙ୍କ ସ୍ଥାନରେ

Read more