୨୯ରୁ ସୋଆରେ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍ ଆରମ୍ଭ

ଭୁବନେଶ୍ୱର, ୨୭/୧୨: ଡିସେମ୍ବର ୨୯ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଷ୍ଟାଡିୟମ୍‌ରେ ୨୭ ତମ ସିନିୟର୍ ଆଇଏକେଓ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍

Read more