ଆସ୍ଥା ସ୍କୁଲ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟର ଜାତୀୟସ୍ତରୀୟ ବାଗ୍ମୀତା ପ୍ରତିଯୋଗିତା ‘ୟୁଗ୍ମ’ ଅନୁଷ୍ଠିତ

ଭୁବନେଶ୍ୱର: ସ୍ଥାନୀୟ ଆସ୍ଥା ସ୍କୁଲ ଅଫ୍‌ ମ୍ୟାନେଜମେଣ୍ଟ ତରଫରୁ ଶ୍ରୀମାଙ୍କ ଜନ୍ମ ଦିବସ ଅବସରରେ ଜାତୀୟ ସ୍ତରୀୟ ବାଗ୍ମୀତା ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ୟୁଗ୍ମ’ ଆୟୋଜିତ ହୋଇଯାଇଅଛି।

Read more