ବିଧାୟକ ଦଳ ନେତା ବାଛିଲା ବିଜେଡି: ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ, ଉପନେତା ହେଲେ ପ୍ରସନ୍ନ ଆଚାର୍ଯ୍ୟ

ବିଧାୟକ ଦଳ ନେତା ବାଛିଲା ବିଜେଡି । ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ।

Read more