ପ୍ରକଳ୍ପ ଶିଳାନ୍ୟାସ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ ପଟ୍ଟନାୟକ

ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

Read more