ନୟାଗଡ଼ କଣ୍ଟିଲୋ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା GI ଟ୍ୟାଗ ମାନ୍ୟତା, ସୂଚନା ଦେଲେ ନୟାଗଡ଼ ଜିଲ୍ଲାପାଳ

ନୟାଗଡ଼ : ନୟାଗଡ଼ ଜିଲ୍ଲା କଣ୍ଟିଲୋ ଅଞ୍ଚଳର କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା GI ଟ୍ୟାଗ ମାନ୍ୟତା। କଣ୍ଟିଲୋ ଅଂଚଳରେ ଉତ୍ପାଦିତ ଏହି ସ୍ୱତନ୍ତ୍ର କୃଷିଜାତ ଦ୍ରବ୍ୟକୁ GI

Read more