ଡିଏମକେ ନେତାଙ୍କ ‘ସନାତନ’ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ସନାତନ ଧର୍ମ ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି ଯେ ତାମିଲନାଡୁ ମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କ ମନ୍ତବ୍ୟର ଉପଯୁକ୍ତ ପ୍ରତିକ୍ରିୟା ଦରକାର।

Read more