ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ

କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ । ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ । ତାଙ୍କୁ ପଦ ଓ ଗୋପନୀୟତାର ଶପତପାଠ କରାଇଛନ୍ତି

Read more