୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୭/୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Read more