ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ବିଭିନ୍ନ ରାଜ୍ୟର ରାଜ୍ୟପାଳ ନିଯୁକ୍ତ

ନୂଆଦିଲ୍ଲୀ ୬/୭ : ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ବିଭିନ୍ନ ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି । ଥାବର ଚାନ୍ଦ ଗେହଲଟ ହେଲେ କର୍ଣ୍ଣାଟକ ରାଜ୍ୟପାଳ ।

Read more