ଭିକାରି ରାକେଟ ନେଇ ରାଜ୍ୟ ସରକାରଙ୍କୁ ଏନଏଚଆରସିଙ୍କ ଚେତାବନୀ: ନିରାକରଣ ଏବଂ ନିୟନ୍ତ୍ରଣ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ବର : ଭିକାରି ରାକେଟ୍‌କୁ ନେଇ ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗକୁ ଅନ୍ତିମ ଚେତାବନୀ ଦେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)।

Read more