ଆଜି ନୀଳାଦ୍ରି ବିଜେ

ଶ୍ରୀକ୍ଷେତ୍ରରେ ଆଜି ନିଳାଦ୍ରୀ ବିଜେ । ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ଆଜି ପୁର୍ନବାର ନୀଳକନ୍ଦରକୁ ବିଜେ କରିବେ ତିନି ଠାକୁର

Read more