ନୀଳଗିରି କଲେଜରେ ଛାତ୍ର ଅଶାନ୍ତି

ନୀଳଗିରି,୧୭/୧୦: ବାଲେଶ୍ଵର ଜିଲ୍ଲା ନୀଳଗିରି କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଯୁକ୍ତ ୩ ବର୍ଷର ଛାତ୍ରଛାତ୍ରୀ କଲେଜର ଦୁଇଜଣ ଇଂରାଜୀ ଶିକ୍ଷକଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଛନ୍ତି।

Read more