ଆସନ୍ତା ୨୮ରେ ପୁଣିଥରେ ନେଇପାରନ୍ତି ମୁଖ୍ୟମନ୍ତ୍ରୀ ଭାବେ ଶପଥ, ଲୋକସଭା ନିର୍ବାଚନ ସହ ହୋଇପାରେ ବିଧାନସଭା ନିର୍ବାଚନ

ବିହାର ରାଜନୀତିରେ ବଡ ଧରଣର ଓଲଟପାଲଟ ହୋଇପାରେ । ଭାଙ୍ଗିପାରେ ଜେଡିୟୁ-ଆରଜେଡି ମେଣ୍ଟ ସରକାର । ଆରଜେଡିକୁ ବାଏ ବାଏ କରି ବିଜେପି ସହ ମିଶି ସରକାର

Read more