ବାହାନଗା ବଜାର ଷ୍ଟେସନରେ ଏବେ ରହିବ ନାହିଁ କୌଣସି ଟ୍ରେନ୍

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନରେ ଏବେ କୌଣସି ଟ୍ରେନ୍ ରହିବ ନାହିଁ। ଏନେଇ ଦକ୍ଷିଣ ପୂର୍ବ ରେଳପଥ ସିପିଆର୍‌ଓ ଆଦିତ୍ୟ ଚୌଧୁରୀ ସୂଚନା ଦେଇଛନ୍ତି।

Read more