ବିଜେଡି ସଭାପତିଙ୍କୁ ଇସ୍ତଫାପତ୍ର ପଠାଇଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ଅରିନ୍ଦମ ରାୟ ବିଜୁ ଜନତା ଦଳ ଛାଡ଼ିଛନ୍ତି। ସେ ବିଜେଡି ଛାଡ଼ିବା ନେଇ ଦଳୀୟ ସଭାପତିଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି।

Read more