ପୁଞ୍ଚରେ ସେନାର ଗାଡ଼ି ଉପରକୁ ଆକ୍ରମଣ ଘଟଣା: ୫ ସହିଦ ଯବାନଙ୍କ ମଧ୍ୟରେ ଜଣେ ଓଡ଼ିଆ ସାମିଲ

ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ହୋଇଥିବା ସେନା ଟ୍ରକ ଅଗ୍ନିକାଣ୍ଡ ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ହେଲେ ଦେବାଶିଷ ବିଶ୍ବାଳ।

Read more