ଡବଲିନ୍‌ରେ ପ୍ରଦର୍ଶିତ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’

ଡବଲିନ/ଭୁବନେଶ୍ବର: ଯୁବ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ମିତ ଓ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ବିଦେଶରେ ପ୍ରଦର୍ଶିତ ହୋଇଛି। ଜଗନ୍ନାଥଙ୍କ କୃପାରୁ ଏହି ଚଳଚ୍ଚିତ୍ରଟି

Read more