ଆଇୟୁପିଏସି ପୁରସ୍କାର ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ମନୋନୀତ

ଭୁବନେଶ୍ବର:  ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ସମ୍ମାନଜନକ ଆଇୟୁପିଏସି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଜ୍ୟୋତିର୍ମୟୀ ଦେଶର ପ୍ରଥମ ମହିଳା ଭାବରେ ଏହି ପୁରସ୍କାର ପାଇବାକୁ ଯାଉଛନ୍ତି।

Read more