ପରଲୋକରେ ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକ

ଭୁବନେଶ୍ୱର ୧୦।୦୮: ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍ ପଟ୍ଟନାୟକ । ୬୫ ବର୍ଷ ବୟସରେ କଟକ ସିଡିଏ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି

Read more