ପରଲୋକରେ ବିଶିଷ୍ଟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ, ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀରେ ହେବ ଶେଷକୃତ୍ୟ

ବିଶିଷ୍ଟ ଭଜନଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ସେ କ୍ୟାନସରରେ ପୀଡିତ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ

Read more