କ୍ୟାବିନେଟ୍ ବୈଠକ : ୮୯ ଗୋଟି ଇନଡୋର ଷ୍ଟାଡିୟମକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ

Read more