ମେଣ୍ଟ ଚର୍ଚ୍ଚା ଭିତରେ ଶାହଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ

ବିଜେଡି- ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ରାଜ୍ୟପାଳ ରଘୁବର ଦାସ । ଅମିତ ଶାହାଙ୍କ ବାସଭବନରେ ତାଙ୍କୁ ଭେଟିଛନ୍ତି ରଘୁବର

Read more