ଅକ୍ଷୟ ତୃତୀୟା ଭେଟି; ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଦୁଇ ହଜାର ଟଙ୍କା

ଭୁବନେଶ୍ୱର: ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି। କ୍ଷୁଦ୍ର, ନାମମାତ୍ର, ଭାଗ ଓ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅକ୍ଷୟ ତୃତୀୟା ଅବସରରେ

Read more