ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ

Read more