ଠିକା ନିଯୁକ୍ତି ଉଚ୍ଛେଦ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ, ନିୟମିତ ହେବେ ୫୭ ହଜାରରୁ ଅଧିକ କର୍ମଚାରୀ

ଭୁବନେଶ୍ୱର ୧୬।୧୦ : ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ କରାଯିବା ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଚୁକ୍ତିଭିତ୍ତିକ ଗ୍ରୁପ୍ ‘ବି’, ‘ସି’, ‘ଡି’ ପାହ୍ୟାର ନିଯୁକ୍ତି ଉଚ୍ଛେଦ

Read more