ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ପରୀକ୍ଷା ରେଜଲ୍ଟ। ଏଥିସହ ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ ମଧ୍ୟ କାଲି ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

Read more