ଡିଜିପି ସୁନୀଲ ବଂଶଲଙ୍କୁ ଅବସର ଅନୁମତି ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଡିସେମ୍ବର ୩୧ରେ  ଅବସର ଗ୍ରହଣ କରୁଛନ୍ତି। ଆଜି ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତୀୟ ବିଜ୍ଞପ୍ତି ପ୍ରକାଶ ପାଇଛି

Read more