ଆଜିଠୁ ସମୂହ ଛୁଟିରେ ଯିବେ ରାଜ୍ୟର ୧ ଲକ୍ଷ ୩୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ

ତୀବ୍ର ହେଉଛି ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । ଗତ ଦିନ ଦିନ ହେବ ଆନ୍ଦୋଳନ କରୁଛନ୍ତି ରାଜ୍ୟର ଏକ ଲକ୍ଷ ୩୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ।

Read more