ଗଣତନ୍ତ୍ର ଦିବସ ପରେଡ୍‌ରେ ଦିଲ୍ଲୀରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ

ଏବର୍ଷ ବି ଗଣତନ୍ତ୍ର ଦିବସ ପରେଡ୍ ବେଳେ ଦିଲ୍ଲୀରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ। ଭାରତ ସରକାରଙ୍କ ପକ୍ଷରୁ ୧୬ ରାଜ୍ୟର ପ୍ରଜ୍ଞାପନ ମେଢ଼କୁ ଅନୁମତି ମିଳିଛି।

Read more