ନିଜକୁ ମନ୍ତ୍ରୀଙ୍କ ସଂପର୍କୀୟ କହୁଥିଲା ଯୁବକ, ୫୯.୨୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ଜଣେ ପୂର୍ବତନ ମନ୍ତ୍ରୀଙ୍କ ସଂପର୍କୀୟ ବୋଲି ପରିଚୟ ଦେଇ ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା ଠ‌କିଥିବା ଜଣାପଡ଼ିଛି।

Read more