ପରିବା ବଜାରରେ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

ବୌଦ୍ଧ ୮।୧: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକ ପରିବା ବଜାରରେ ଜଣଙ୍କୁ ଗୋଡାଇ ଗୋଡାଇ ଟାଙ୍ଗିଆରେ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ପୁରୁଣାକଟକ ମେଡିକାଲରେ ପହଞ୍ଚିଲେ

Read more