୧୬ରେ ସରିବ ସୈନିକ ସ୍କୁଲରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଅନ୍‌ଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର: ଦେଶର ୩୩ଟି ସୈନିକ ସ୍କୁଲ୍‌ରେ ଷଷ୍ଠ ଓ ନବମ ଶ୍ରେଣୀରେ ନାମ ଲେଖା ନିମନ୍ତେ ଆସନ୍ତା ୨୧ ଜାନୁଆରି ୨୦୨୪ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ।

Read more