ପ୍ରକାଶ ପାଇଲା ଓସିଏସ ରେଜଲ୍ଟ, ତେଜସ୍ୱିନୀ ବେହେରା ଟପ୍ପର୍

ଭୁବନେଶ୍ୱର: ଓଡିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୦-୨୧ର ରେଜଲ୍ଟ ପ୍ରକାଶ କରିଛି ଓଡିଶା ଲୋକସେବା ସେବା ଆୟୋଗ । ତେଜସ୍ୱିନୀ ବେହେରା ଓସିଏସ ଟପ୍ପର ହୋଇଛନ୍ତି ।

Read more