ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ଵାନ । ୧୦ ତାରିଖରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା ।

Read more