ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି, ୧୭ ତାରିଖ ସୁଦ୍ଧା ନାମାଙ୍କନ ଦାଖଲ

ଭୁବନେଶ୍ୱର ୧୦/୧୧: ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ଆରମ୍ଭ ହେବ ନାମାଙ୍କନ ଦାଖଲ। ଆସନ୍ତା ୧୭ ତାରିଖ ନାମାଙ୍କନ ପତ୍ର ଦାଖଲ ଶେଷ

Read more