ସରିଲା ଶ୍ରୀଜିଉଙ୍କ ପହଣ୍ଡି: ତିନି ରଥରେ ବିଜେ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ସରିଲା ପହଣ୍ଡି। ତିନି ରଥରେ ବିଜେ ହେଲେ ଚତୁର୍ଦ୍ଧାମୂର୍ତ୍ତି। ଆଜି ସକାଳ ପ୍ରାୟ ୯ଟା ବେଳେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ତାପରେ ଶ୍ରୀବଳଦେବଙ୍କ

Read more