ସରିଲା ପହଣ୍ଡି ବିଜେ, ଏବେ ରଥାରୁଢ ଚତୁର୍ଦ୍ଧାମୂର୍ତ୍ତି

ଆଜି ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ରତ୍ନବେଦି ଅଭିମୁଖେ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଅଭିମାନିନୀ ମା’ ଲକ୍ଷ୍ମୀଙ୍କର କରିବେ ମାନଭଞ୍ଜନ। ତେବେ ଏହାରି ଭିତରେ ସମାପ୍ତ

Read more