ଆଜିଠାରୁ ଶ୍ରୀମନ୍ଦିରରେ ପାନଗୁଟୁଖା ଉପରେ କଟକଣା

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାନଗୁଟୁଖା ଉପରେ କଟକଣା ଜାରି ହେଲା। ପାନଗୁଟୁଖାକୁ ନିଷିଦ୍ଧ କଲା ଶ୍ରୀମନ୍ଦିର ପ୍ରଶାସନ। ବରାହ ପୁରାଣ ଆଧାରରେ କଟକଣା ଜାରି କରାଯାଇଛି। ଜାନୁଆରୀ

Read more