ରାଉରକେଲାରେ ଝାଡାବାନ୍ତି ଆତଙ୍କ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଉରକେଲାରେ ଝାଡାବାନ୍ତି ଆକ୍ରାନ୍ତ ଘଟଣାର ସମୀକ୍ଷା କରିବେ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

Read more