ହେବନି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକ

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ପାଞ୍ଜି ସମୀକ୍ଷା ବୈଠକ । ସମୀକ୍ଷା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୧୪ ତାରିଖରେ ପଣା ସଂକ୍ରାନ୍ତି ପାଳିତ ହେବ

Read more