ପାରାଦ୍ୱୀପଠୁ ୭୦ କିମି ଦୂରରେ କେନ୍ଦ୍ରୀଭୂତ, ସାରା ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩|୦୯: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଅବପାତର ନୂପ ନେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହା ପାରାଦୀପ ଠାରୁ ୭୦ କିଲୋମିଟର ପୂର୍ବକୁ କେନ୍ଦ୍ରୀଭୂତ ହୋଇଛି

Read more