ବିଜେପିର ସମ୍ମୁଖ ଯୋଦ୍ଧା ହେଉଛନ୍ତି ସିବିଆଇ ଓ ଇଡି: କଂଗ୍ରେସ

ନୂଆଦିଲ୍ଲୀ: ରାଜସ୍ଥାନରେ ଜଣେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଅଧିକାରୀ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରାଯିବା ପରେ କଂଗ୍ରେସ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ

Read more