ଆମ ପାଇଁ ଜମି ଅପେକ୍ଷା ଲୋକେ ଅଧିକ ଗୁରୁତ୍ବପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୀଳମାଧବ ନିବାସର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ପାଇଁ ଜମି ଅପେକ୍ଷା ଲୋକେ ଅଧିକ ଗୁରୁତ୍ବପୂର୍ଣ୍ଣ।

Read more