ପିପିଲି ଉପ-ନିର୍ବାଚନରେ ବିଜେଡି ପ୍ରାର୍ଥୀଙ୍କ ବିପୁଳ ବିଜୟ: ପିପିଲିବାସୀଙ୍କୁ ଧନ୍ୟବାଦ ଜଣାଇଲେ ମାନସ ମଙ୍ଗରାଜ

ଭୁବନେଶ୍ୱର: ପୁଣି ଏକ ଉପ-ନିର୍ବାଚନ ଜିତିଛି ବିଜୁ ଜନତା ଦଳ(ବିଜେଡି) । ଅକ୍ଷୁର୍ଣ୍ଣ ରହିଛି ବିଜେଡି ଓ ନବୀନଙ୍କ ଲୋକପ୍ରିୟତା । ଆଉ ଚିତପଟାଙ୍ଗ୍ ମାରିଛନ୍ତି ବିରୋଧୀ

Read more