ନକ୍ସଲଙ୍କ ହିଂସା ଯୋଜନା ପଣ୍ଡ; ରେଳଧାରଣା ନିକଟରୁ ଲ୍ୟାଣ୍ଡମାଇନ୍‌ ଜବତ

ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଥମୁନି ନକ୍ସଲ ହିଂସା। ଗତକାଲି ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ଟୋପାଡିହିରେ ନକ୍ସଲଙ୍କ ବଡଧରଣ ହିଂସାକାଣ୍ଡ ଯୋଜନା ପଣ୍ଡ ହୋଇଥିଲା। ଟୋପାଡିହି

Read more