୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି: ନିନ୍ଦା କଲା ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ

ଭୁବନେଶ୍ବର: ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍। ସେ କହିଛନ୍ତି,

Read more