ଜୁଲାଇ ୩୧ରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର: ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ

Read more