ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବୃଦ୍ଧି କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ

Read more